ଦ୍ଵିତୀୟ ବିବରଣ 32:41 - ପବିତ୍ର ବାଇବଲ41 ଆମ୍ଭେ ଆପଣା ବଜ୍ରତୁଲ୍ୟ ଖଡ଼୍ଗରେ ଶାଣ ଦେଲେ, ବିଗ୍ଭର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣ ବିରୁଦ୍ଧରେ ପରିଶୋଧ ନେବା। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି ସେମାନଙ୍କର ଦୋଷ ଅନୁଯାୟୀ ଦଣ୍ତ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା। Viz kapitolaଓଡିଆ ବାଇବେଲ41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା। Viz kapitola |