Online Bible

- Reklamy -




ଦ୍ଵିତୀୟ ବିବରଣ 32:42 - ପବିତ୍ର ବାଇବଲ

42 ମୋର ବାଣମାନ ତାଙ୍କ ରକ୍ତରେ ମାତାଲ ହେବ ଏବଂ ମୋ’ ଖ‌ଡ଼୍‌ଗ ମୋର ଶତ୍ରୁମାନଙ୍କର ମାଂସକୁ ଗ୍ରାସ କରିବ, ସେମାନଙ୍କର ରକ୍ତ ରଂଜିତ ଶରୀରରୁ କେଶପୂର୍ଣ୍ଣ ମୁଣ୍ଡ ପର୍ଯ୍ୟନ୍ତ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ଼୍‍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।

Viz kapitola kopírovat

ଓଡିଆ ବାଇବେଲ

42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”

Viz kapitola kopírovat




ଦ୍ଵିତୀୟ ବିବରଣ 32:42

Následuj nás:

Reklamy


Reklamy