ଦ୍ଵିତୀୟ ବିବରଣ 32:43 - ପବିତ୍ର ବାଇବଲ43 “ହେ ଜାତିଗଣ, ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନେବେ। ସେ ଆପଣା ବିପକ୍ଷଗଣଙ୍କ ବିରୁଦ୍ଧରେ ପ୍ରତିଶୋଧ ନେବେ। ପୁଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନେବେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାୟଶ୍ଚିତ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ। Viz kapitolaଓଡିଆ ବାଇବେଲ43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ। Viz kapitola |