ଦ୍ଵିତୀୟ ବିବରଣ 32:49 - ପବିତ୍ର ବାଇବଲ49 “ତୁମ୍ଭେ ଅବାରୀମ ପର୍ବତ ଉପରକୁ ଯାଅ। ଯିରୀହୋ ସମ୍ମୁଖସ୍ଥ ମୋୟାବ ଦେଶସ୍ଥ ନବୋ ପର୍ବତ ଉପରକୁ ଯାଅ। ଏହା ପରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଦେବାକୁ ଥିବା ଦେଶ ତୁମ୍ଭେ ଦେଖି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ। Viz kapitolaଓଡିଆ ବାଇବେଲ49 “ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 “ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ। Viz kapitola |