ଦ୍ଵିତୀୟ ବିବରଣ 32:52 - ପବିତ୍ର ବାଇବଲ52 ତେଣୁ ବର୍ତ୍ତମାନ ତୁମ୍ଭେ ଦେଖି ପାରିବ ସେହି ଦେଶ, ଯାହା ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ ଯାଉଅଛୁ। କିନ୍ତୁ ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ। Viz kapitolaଓଡିଆ ବାଇବେଲ52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।” Viz kapitola |