Online Bible

- Reklamy -




ଦ୍ଵିତୀୟ ବିବରଣ 32:6 - ପବିତ୍ର ବାଇବଲ

6 ହେ ମୂର୍ଖ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ? ସେ କି ତୁମ୍ଭର ପିତା ଏବଂ ସୃଷ୍ଟିକର୍ତ୍ତା ନୁହନ୍ତି, ସେ କି ତୁମ୍ଭର ସୃଷ୍ଟିକର୍ତ୍ତା, ନୁହନ୍ତି, ଯିଏ ତୁମ୍ଭଙ୍କୁ ସ୍ଥାପିତ କରିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ? ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 32:6

Následuj nás:

Reklamy


Reklamy