ଦ୍ଵିତୀୟ ବିବରଣ 32:8 - ପବିତ୍ର ବାଇବଲ8 ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ, ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ। ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ। Viz kapitola |