ଦ୍ଵିତୀୟ ବିବରଣ 33:12 - ପବିତ୍ର ବାଇବଲ12 ମୋଶା ବିନ୍ୟାମୀନଙ୍କ ବିଷୟରେ କହିଲେ, “ସଦାପ୍ରଭୁଙ୍କର ପ୍ରିୟ ଲୋକେ ବିନ୍ୟାମୀନଙ୍କ ନିକଟରେ ନିର୍ଭୟରେ ବାସ କରିବ। ସେ ସର୍ବଦା ତାଙ୍କୁ ଆବୋରି ରଖନ୍ତି ଓ ସେ ତାହାର କାନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ବିନ୍ୟାମୀନ୍ ବିଷୟରେ କହିଲେ, ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ଦିନଯାକ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ଵୟ ମଧ୍ୟରେ ବାସ କରନ୍ତି। Viz kapitolaଓଡିଆ ବାଇବେଲ12 ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।” Viz kapitola |