Online Bible

- Reklamy -




ଦ୍ଵିତୀୟ ବିବରଣ 33:13 - ପବିତ୍ର ବାଇବଲ

13 ମୋଶା ଯୋଷେଫଙ୍କ ବିଷୟରେ କହିଲେ, “ସଦାପ୍ରଭୁ, ଯୋଷେଫଙ୍କର ଭୂମିକୁ ଆଶୀର୍ବାଦ କରନ୍ତୁ। ସଦାପ୍ରଭୁ ଆକାଶରୁ ଶିଶିର ବିନ୍ଦୁ ଓ ଧରଣୀ ଗଭୀରକୁ ତାଙ୍କର ଭୂମି ଯଥେଷ୍ଟ ପାଣି ପାଉ ଓ ତାଙ୍କର କ୍ଷେତ୍ରଗୁଡ଼ିକ ବାରିଧିରେ ପରିପୂର୍ଣ୍ଣ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଯୋଷେଫ ବିଷୟରେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,

Viz kapitola kopírovat

ଓଡିଆ ବାଇବେଲ

13 ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,

Viz kapitola kopírovat




ଦ୍ଵିତୀୟ ବିବରଣ 33:13

Následuj nás:

Reklamy


Reklamy