ଦ୍ଵିତୀୟ ବିବରଣ 33:16 - ପବିତ୍ର ବାଇବଲ16 ପୃଥିବୀ ତା'ର ଉତ୍ତମତା ଯୋଷେଫଙ୍କୁ ଦେଉ। ଯିଏ ଜଳନ୍ତା ବୁଦାରେ ବାସ କରନ୍ତି ତାହାଙ୍କୁ ଆଶୀର୍ବାଦ କରନ୍ତୁ। ଯୋଷେଫଙ୍କ ମସ୍ତକରେ ଆଶୀର୍ବାଦ ପଡ଼ୁ। ଯିଏ କି ଭାଇମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେଉ)। ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ। Viz kapitolaଓଡିଆ ବାଇବେଲ16 ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ୍ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ। Viz kapitola |