ଦ୍ଵିତୀୟ ବିବରଣ 33:19 - ପବିତ୍ର ବାଇବଲ19 ସେମାନେ ଲୋକମାନଙ୍କୁ ପର୍ବତକୁ ଡାକିବେ। ସେଠାରେ ଉତ୍ତମ ଧର୍ମବଳି ଉତ୍ସର୍ଗ କରିବେ। କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତଧନ ଉପଭୋଗ କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ। Viz kapitolaଓଡିଆ ବାଇବେଲ19 ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।” Viz kapitola |