Online Bible

- Reklamy -

ଦ୍ଵିତୀୟ ବିବରଣ 33:21 - ପବିତ୍ର ବାଇବଲ

21 ସେ ଆପଣା ପାଇଁ ପ୍ରଥମ ଅଂଶ ମନୋନୀତ କରେ। ଆଦେଶକାରୀଙ୍କର ଭାଗ ସୁରକ୍ଷିତ ଅଛି। ସେ ଲୋକମାନଙ୍କର ନେତୃବର୍ଗଙ୍କ ପାଖକୁ ଆସନ୍ତି। ସେ ଯାହା କରନ୍ତି ତାହା ସଦାପ୍ରଭୁଙ୍କ ପାଇଁ ଉତ୍ତମ। ସେ ଏପରି କରନ୍ତି ଯାହା ଇସ୍ରାଏଲବାସୀ ପାଇଁ ମଙ୍ଗଳ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”

Viz kapitola kopírovat

ଦ୍ଵିତୀୟ ବିବରଣ 33:21

Následuj nás:

Reklamy

Reklamy