Online Bible

- Reklamy -




ଦ୍ଵିତୀୟ ବିବରଣ 33:24 - ପବିତ୍ର ବାଇବଲ

24 ମୋଶା ଆଶେରଙ୍କର ବିଷୟରେ ଏହିକଥା କହିଲେ, “ଆଶେର ସନ୍ତାନ ସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ। ସେ ଆପଣା ଭାତୃଗଣଙ୍କ ନିକଟରେ ଆଦୃତ ହେବ। ଏବଂ ସେ ଆପଣା ପାଦ ତୈଳରେ ବୁଡ଼ାଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ସେ ଆଶେର୍ ବିଷୟରେ କହିଲେ, ଆଶେର୍ ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ଡୁବାଉ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।

Viz kapitola kopírovat




ଦ୍ଵିତୀୟ ବିବରଣ 33:24

Následuj nás:

Reklamy


Reklamy