ଦ୍ଵିତୀୟ ବିବରଣ 33:25 - ପବିତ୍ର ବାଇବଲ25 ତୁମ୍ଭ ନଗର ଫାଟକର ଅର୍ଗଳ ଲୌହର ଓ ପିତ୍ତଳର ହେବ। ତୁମ୍ଭର ଜୀବନକାଳ ମଧ୍ୟରେ ତୁମ୍ଭେ ଶକ୍ତିଶାଳୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ। Viz kapitolaଓଡିଆ ବାଇବେଲ25 ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।” Viz kapitola |