ଦ୍ଵିତୀୟ ବିବରଣ 33:26 - ପବିତ୍ର ବାଇବଲ26 “ହେ ଯିଶୁରୁଣ, ପରମେଶ୍ୱରଙ୍କ ପରି ଆଉ କେହି ନାହିଁ। ସେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆକାଶରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ହେ ଯିଶୁରୁଣ, ପରମେଶ୍ଵରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ତଳରେ ଓ ନିଜ ଗୌରବରେ ଗଗନମଣ୍ତଳରେ ଆରୋହଣ କରି ଗମନ କରନ୍ତି। Viz kapitolaଓଡିଆ ବାଇବେଲ26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି। Viz kapitola |