ଦ୍ଵିତୀୟ ବିବରଣ 33:8 - ପବିତ୍ର ବାଇବଲ8 ମୋଶା ଲେବୀଙ୍କ ବିଷୟରେ ଏହି କଥା କହିଲେ, “ଲେବୀ ତୁମ୍ଭର ଅନୁସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତୁମ୍ମୀମ୍ ଓ ଊରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି। ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ। ମିରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବିରୋଧ କଲ ଏବଂ ତୁମ୍ଭେ ସେଠାରେ ଜାଣିଲ ଯେ, ସେ ତୁମ୍ଭର ଲୋକ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସେ ଲେବୀ ବିଷୟରେ କହିଲେ, ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ। Viz kapitolaଓଡିଆ ବାଇବେଲ8 ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।” Viz kapitola |