Online Bible

- Reklamy -




ଦ୍ଵିତୀୟ ବିବରଣ 34:11 - ପବିତ୍ର ବାଇବଲ

11 ସଦାପ୍ରଭୁ ମୋଶାଙ୍କୁ ମିଶରରେ ମହାନ ଆଶ୍ଚର୍ଯ୍ୟ କର୍ମମାନ କରିବାକୁ ପଠାଇଲେ। ଫାରୋ, ତାଙ୍କର ସମସ୍ତ ଦାସ ଏବଂ ମିଶରର ସମସ୍ତ ଲୋକ ସେହିସବୁ ଆଶ୍ଚର୍ଯ୍ୟ କର୍ମମାନ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,

Viz kapitola kopírovat

ଓଡିଆ ବାଇବେଲ

11 ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହିସବୁ ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ବିଷୟରେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,

Viz kapitola kopírovat




ଦ୍ଵିତୀୟ ବିବରଣ 34:11

Následuj nás:

Reklamy


Reklamy