ଦ୍ଵିତୀୟ ବିବରଣ 34:4 - ପବିତ୍ର ବାଇବଲ4 ପୁଣି ସଦାପ୍ରଭୁ ତାହାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି, ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ଶପଥ କରିଥିଲୁ, ସେହି ଦେଶମାନ ଏହି। ‘ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ। ମାତ୍ର ତୁମ୍ଭେ ଯର୍ଦ୍ଦନ ପାର ହୋଇ ସେଠାକୁ ଯିବ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ବିଷୟରେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ଵଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ। Viz kapitolaଓଡିଆ ବାଇବେଲ4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।” Viz kapitola |