Online Bible

- Reklamy -




ଦ୍ଵିତୀୟ ବିବରଣ 34:6 - ପବିତ୍ର ବାଇବଲ

6 ସଦାପ୍ରଭୁ ମୋୟାବ ଦେଶରେ ବୈ‌‌‌ତ୍‌‌‌ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାହାଙ୍କୁ କରବ ଦେଲେ। ମାତ୍ର ତାଙ୍କର କବର ସ୍ଥାନ ଆଜି ପର୍ଯ୍ୟନ୍ତ କେହି ଜାଣି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେ ମୋୟାବ ଦେଶରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 34:6

Následuj nás:

Reklamy


Reklamy