Online Bible

- Reklamy -




ଦ୍ଵିତୀୟ ବିବରଣ 34:7 - ପବିତ୍ର ବାଇବଲ

7 ମୋଶା ଯେତେବେଳେ ମୃତ୍ୟୁବରଣ କଲେ, ସେତେବେଳେ ତାଙ୍କୁ 120 ବର୍ଷ ବୟସ ହୋଇଥିଲା। ସେ ସେତେବେଳେ ତାଙ୍କର ଶକ୍ତି ହରାଇ ନ ଥିଲେ ଓ ତାଙ୍କର ଆଖି ଅତି ଉତ୍ତମ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ଵାଭାବିକ ବଳ ହ୍ରାସ ପାଇ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

7 ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।

Viz kapitola kopírovat




ଦ୍ଵିତୀୟ ବିବରଣ 34:7

Následuj nás:

Reklamy


Reklamy