ଦ୍ଵିତୀୟ ବିବରଣ 34:8 - ପବିତ୍ର ବାଇବଲ8 ଇସ୍ରାଏଲ ଲୋକମାନେ ମୋଶାଙ୍କ ପାଇଁ ତିରିଶ୍ ଦିନ ଧରି କାନ୍ଦିଲେ। ସେମାନେ ତାଙ୍କର ସମସ୍ତ ଦୁଃଖଦ ଦିନସବୁ ମୋୟାବର ସମତଳ ଭୂମିରେ କଟାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। Viz kapitolaଓଡିଆ ବାଇବେଲ8 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। Viz kapitola |