Online Bible

- Reklamy -




ଦ୍ଵିତୀୟ ବିବରଣ 34:9 - ପବିତ୍ର ବାଇବଲ

9 ସେ ମଲା ପୂର୍ବରୁ ମୋଶା ଯିହୋଶୂୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିଯୁକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିଯୁକ୍ତି କଲେ। ଏହା ପରେ ନୂନର ପୁତ୍ର ଯିହୋଶୂୟ ଜ୍ଞାନ ଦାୟକ ଆତ୍ମାରେ ପରିପୂର୍ଣ୍ଣ ହେଲେ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଯିହୋଶୂୟଙ୍କ କଥା ଶୁଣିଲେ, ଯେପରି ସେମାନେ ମୋଶାଙ୍କ କଥା ଶୁଣିଥିଲେ ଓ ସେହି ଅନୁସାରେ କାର୍ଯ୍ୟ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 34:9

Následuj nás:

Reklamy


Reklamy