Online Bible

- Reklamy -




ଦ୍ଵିତୀୟ ବିବରଣ 4:1 - ପବିତ୍ର ବାଇବଲ

1 “ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏବେ ହେ ଇସ୍ରାଏଲ, ମୁଁ ଯେ ଯେ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ; ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat

ଓଡିଆ ବାଇବେଲ

1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 4:1

Následuj nás:

Reklamy


Reklamy