ଦ୍ଵିତୀୟ ବିବରଣ 4:12 - ପବିତ୍ର ବାଇବଲ12 ଏହା ପରେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କୁ କଥା କହିଲେ। ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ। ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ; ତୁମ୍ଭେମାନେ ବାକ୍ୟର ଶଦ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ; ତୁମ୍ଭେମାନେ କେବଳ ଶଦ୍ଦ ଶୁଣିଲ। Viz kapitolaଓଡିଆ ବାଇବେଲ12 ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।” Viz kapitola |