ଦ୍ଵିତୀୟ ବିବରଣ 4:13 - ପବିତ୍ର ବାଇବଲ13 ତା'ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣା ସେହି ନିୟମର ଦଶଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପ୍ରସ୍ତର ପଟାରେ ତାହା ଲେଖିଲେ। Viz kapitolaଓଡିଆ ବାଇବେଲ13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ। Viz kapitola |