ଦ୍ଵିତୀୟ ବିବରଣ 4:14 - ପବିତ୍ର ବାଇବଲ14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ14 ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଯେପରି ଦେଶ ଅଧିକାର କଲା ପରେ ସେସବୁ ପାଳନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ। Viz kapitola |