ଦ୍ଵିତୀୟ ବିବରଣ 4:15 - ପବିତ୍ର ବାଇବଲ15 “ସେହି ଦିନ ସଦାପ୍ରଭୁ ତୁମ୍ଭମାନଙ୍କୁ ସେହି ଅଗ୍ନିଶିଖାରୁ କଥା କହିବା ସମୟରେ (ହୋରେବରେ) ତୁମ୍ଭେମାନେ ତାଙ୍କର କୌଣସି ମୂର୍ତ୍ତି ଦେଖିଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ। Viz kapitolaଓଡିଆ ବାଇବେଲ15 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ। Viz kapitola |