Online Bible

- Reklamy -




ଦ୍ଵିତୀୟ ବିବରଣ 4:19 - ପବିତ୍ର ବାଇବଲ

19 ଏପରି ସାବଧାନ ହୁଅ, ଯେତେବେଳେ ତୁମ୍ଭେମାନେ ସୂର୍ଯ୍ୟ, ଚନ୍ଦ୍ର, ତାରାଗଣକୁ ଆକାଶରେ ଦେଖ। ତୁମ୍ଭେମାନେ ସେମାନଙ୍କୁ ବିମୋହିତ ହୋଇ ପ୍ରଣାମ କରିବା ଓ ସେବା କରିବା ଉଚିତ୍ ନୁହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ଵ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବଙ୍କ।

Viz kapitola kopírovat

ଓଡିଆ ବାଇବେଲ

19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 4:19

Následuj nás:

Reklamy


Reklamy