Online Bible

- Reklamy -




ଦ୍ଵିତୀୟ ବିବରଣ 4:20 - ପବିତ୍ର ବାଇବଲ

20 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ଵରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 4:20

Následuj nás:

Reklamy


Reklamy