ଦ୍ଵିତୀୟ ବିବରଣ 4:29 - ପବିତ୍ର ବାଇବଲ29 କିନ୍ତୁ ସେହି ସ୍ଥାନରେ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଅନ୍ୱେଷଣ କରିବ। ତେବେ ତୁମ୍ଭେମାନେ ଯଦି ହୃଦୟତାର ସହକାରେ ତାଙ୍କୁ ଅନ୍ୱେଷଣ କର ତେବେ ତୁମ୍ଭେ ତାଙ୍କୁ ପାଇପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଅନ୍ଵେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ଵେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ। Viz kapitolaଓଡିଆ ବାଇବେଲ29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ। Viz kapitola |