ଦ୍ଵିତୀୟ ବିବରଣ 4:30 - ପବିତ୍ର ବାଇବଲ30 ଯେତେବେଳେ ତୁମ୍ଭେମାନେ ବିପଦରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରିବ ଓ ତାଙ୍କର ସମସ୍ତ ଅନୁଶାସନ ମାନିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବରେ ଅବଧାନ କରିବ। Viz kapitolaଓଡିଆ ବାଇବେଲ30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ। Viz kapitola |