ଦ୍ଵିତୀୟ ବିବରଣ 4:36 - ପବିତ୍ର ବାଇବଲ36 ସଦାପ୍ରଭୁ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା କଥା ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହାଅଗ୍ନି ଦେଖାଇଲେ। ତୁମ୍ଭେମାନେ ଅଗ୍ନି ମଧ୍ୟରୁ ତାଙ୍କ ବାକ୍ୟ ଶୁଣି ପାରିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ସେ ଉପଦେଶ ଦେବା ନିମନ୍ତେ ସ୍ଵର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ। Viz kapitolaଓଡିଆ ବାଇବେଲ36 ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ। Viz kapitola |