Online Bible

- Reklamy -




ଦ୍ଵିତୀୟ ବିବରଣ 4:38 - ପବିତ୍ର ବାଇବଲ

38 ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ଵାରା ମିସର ଦେଶରୁ ବାହାର କରି ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

38 ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 4:38

Následuj nás:

Reklamy


Reklamy