ଦ୍ଵିତୀୟ ବିବରଣ 4:39 - ପବିତ୍ର ବାଇବଲ39 “ଏଥିପାଇଁ ତୁମ୍ଭେମାନେ ଆଜି ଏହା ଚିନ୍ତା ଓ ହୃଦୟଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସ୍ୱର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କେହି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ଵସ୍ଥ ସ୍ଵର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି, ଅନ୍ୟ କେହି ନାହିଁ। Viz kapitolaଓଡିଆ ବାଇବେଲ39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି। Viz kapitola |