ଦ୍ଵିତୀୟ ବିବରଣ 4:7 - ପବିତ୍ର ବାଇବଲ7 “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ସ୍ମରଣରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀୟମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ଵର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି? Viz kapitolaଓଡିଆ ବାଇବେଲ7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି? Viz kapitola |