ଦ୍ଵିତୀୟ ବିବରଣ 5:11 - ପବିତ୍ର ବାଇବଲ11 ‘ତୁମ୍ଭେ ମୂଲ୍ୟହୀନ ଉଦ୍ଦେଶ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନାମ ନେବ ନାହିଁ। ଯଦି କୌଣସି ଲୋକ ମୂଲ୍ୟହୀନ ଉଦ୍ଦେଶ୍ୟରେ ତାଙ୍କର ନାମନିଏ, ସଦାପ୍ରଭୁ ତାଙ୍କୁ ନିରପରାଧୀ ବୋଲି ବିବେଚନା କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ନାମ ଘେନିବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ଘେନେ, ସଦାପ୍ରଭୁ ତାହାକୁ ନିରପରାଧ କରି ଗଣନା କରିବେ ନାହିଁ। Viz kapitolaଓଡିଆ ବାଇବେଲ11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitola |