Online Bible

- Reklamy -




ଦ୍ଵିତୀୟ ବିବରଣ 5:14 - ପବିତ୍ର ବାଇବଲ

14 କିନ୍ତୁ ସପ୍ତମ ଦିନଟି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭପରି ବିଶ୍ରାମ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।

Viz kapitola kopírovat

ଓଡିଆ ବାଇବେଲ

14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 5:14

Následuj nás:

Reklamy


Reklamy