ଦ୍ଵିତୀୟ ବିବରଣ 5:15 - ପବିତ୍ର ବାଇବଲ15 ଏକଥା ତୁମ୍ଭେ ଭୁଲିବ ନାହିଁ ଯେ ତୁମ୍ଭେମାନେ ମିଶରରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପରାକ୍ରାନ୍ତ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମୁକ୍ତକଲେ। ଏହି ହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବିଶ୍ରାମ ଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପରାକ୍ରା; ହସ୍ତ ଓ ବିସ୍ତାରିତ ବାହୁ ଦ୍ଵାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି। Viz kapitola |