Online Bible

- Reklamy -




ଦ୍ଵିତୀୟ ବିବରଣ 5:23 - ପବିତ୍ର ବାଇବଲ

23 “ମାତ୍ର ପର୍ବତ ଅଗ୍ନିରେ ଜଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ଶବ୍ଦ ଶୁଣିଲ। ଏହା ପରେ ତୁମ୍ଭମାନଙ୍କର ଗୋଷ୍ଠୀର ମୁଖ୍ୟ ଓ ପ୍ରାଚୀନ ମୋ’ ନିକଟକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ପର୍ବତ ଅଗ୍ନିରେ ଜ୍ଵଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼନିକଟକୁ ଆସିଲ;

Viz kapitola kopírovat

ଓଡିଆ ବାଇବେଲ

23 ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋ’ ନିକଟକୁ ଆସିଲ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;

Viz kapitola kopírovat




ଦ୍ଵିତୀୟ ବିବରଣ 5:23

Následuj nás:

Reklamy


Reklamy