Online Bible

- Reklamy -




ଦ୍ଵିତୀୟ ବିବରଣ 5:24 - ପବିତ୍ର ବାଇବଲ

24 ସେମାନେ କହିଲେ, ଦେଖ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି। ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ବାକ୍ୟ ଶୁଣିଅଛୁ। ଆମ୍ଭେମାନେ ଆଜି ଦେଖିଲୁ ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ତୁମ୍ଭେମାନେ କହିଲ, ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଲୁ ଯେ, ପରମେଶ୍ଵର ମନୁଷ୍ୟ ସହିତ କଥା କହିଲେ ହେଁ ସେ ବଞ୍ଚିପାରେ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ତୁମ୍ଭେମାନେ କହିଲ, “ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।

Viz kapitola kopírovat




ଦ୍ଵିତୀୟ ବିବରଣ 5:24

Následuj nás:

Reklamy


Reklamy