ଦ୍ଵିତୀୟ ବିବରଣ 5:25 - ପବିତ୍ର ବାଇବଲ25 କିନ୍ତୁ ଯଦି ଆମ୍ଭେମାନେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ଅଧିକ ଶୁଣୁ, ତା’ ନ ହେଲେ ଆମ୍ଭେମାନେ ମୃତ୍ୟୁବରଣ କରିବୁ। ସେହି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ୱଂସ କରିବ। ଆମ୍ଭେମାନେ ମରିବାକୁ ଗ୍ଭହୁଁ ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଆମ୍ଭେମାନେ ଏବେ କିହେତୁ ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା। Viz kapitolaଓଡିଆ ବାଇବେଲ25 ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା ? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା। Viz kapitola |