ଦ୍ଵିତୀୟ ବିବରଣ 5:27 - ପବିତ୍ର ବାଇବଲ27 ହେ ମୋଶା ଯାଅ ଓ ଶୁଣ, ଯାହାସବୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର କହନ୍ତି ଏବଂ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ଯାହା ଶୁଣିଛ, ତାହା ଆମ୍ଭମାନଙ୍କୁ କୁହ ଏବଂ ଆମ୍ଭେମାନେ ତାହା ପାଳନ କରିବୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା। Viz kapitolaଓଡିଆ ବାଇବେଲ27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’ Viz kapitola |