Online Bible

- Reklamy -




ଦ୍ଵିତୀୟ ବିବରଣ 5:29 - ପବିତ୍ର ବାଇବଲ

29 ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ!

Viz kapitola kopírovat

ଓଡିଆ ବାଇବେଲ

29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା !

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!

Viz kapitola kopírovat




ଦ୍ଵିତୀୟ ବିବରଣ 5:29

Následuj nás:

Reklamy


Reklamy