ଦ୍ଵିତୀୟ ବିବରଣ 5:31 - ପବିତ୍ର ବାଇବଲ31 ମାତ୍ର ତୁମ୍ଭେ ଏହି ସ୍ଥାନରେ ମୋ’ ନିକଟରେ ଠିଆ ହୁଅ। ମୁଁ ତୁମ୍ଭକୁ ଆଜ୍ଞା, ନିୟମ ଏବଂ ଶାସନସବୁ କହିବି, ମୁଁ ସେମାନଙ୍କୁ ସେମାନଙ୍କର ଅଧିକାର ଦେବି। ଯାହାକି ତୁମ୍ଭେ ସେମାନଙ୍କୁ ଶିକ୍ଷା ଦେବା ଉଚିତ୍ ଏବଂ ସେମାନେ ସେହି ଦେଶରେ ତାହା ମାନିବା ଉଚିତ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)31 ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ; ତାହାସବୁ ଆମ୍ଭେ ତୁମ୍ଭକୁ କହିବା। Viz kapitolaଓଡିଆ ବାଇବେଲ31 ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’ Viz kapitola |