ଦ୍ଵିତୀୟ ବିବରଣ 5:8 - ପବିତ୍ର ବାଇବଲ8 “ତୁମ୍ଭେମାନେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭେମାନେ ସ୍ୱର୍ଗରେ, ମର୍ତ୍ତ୍ୟରେ ଓ ପାଣି ଭିତରେ ଦେଖୁଛ। ତୁମ୍ଭେମାନେ ସେଗୁଡ଼ିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। Viz kapitolaଓଡିଆ ବାଇବେଲ8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। Viz kapitola |