ଦ୍ଵିତୀୟ ବିବରଣ 5:9 - ପବିତ୍ର ବାଇବଲ9 ତୁମ୍ଭେମାନେ ସେମାନଙ୍କର ପୂଜା କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ। ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Viz kapitolaଓଡିଆ ବାଇବେଲ9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; Viz kapitola |