Online Bible

- Reklamy -




ଦ୍ଵିତୀୟ ବିବରଣ 6:15 - ପବିତ୍ର ବାଇବଲ

15 ତୁମ୍ଭେମାନେ ଯଦି ଏପରି କର, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଦେଶରୁ ତୁମ୍ଭକୁ ବିନାଶ କରିବେ। କାରଣ ତୁମ୍ଭ ମଧ୍ୟରେ ଥିବା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ମହିମା ବଜାୟ ରଖିବା ପାଇଁ ଈର୍ଷାପରାୟଣ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ଵଳିତ ହେବ ଓ ସେ ଭୂମଣ୍ତଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

15 ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 6:15

Následuj nás:

Reklamy


Reklamy