Online Bible

- Reklamy -




ଦ୍ଵିତୀୟ ବିବରଣ 6:17 - ପବିତ୍ର ବାଇବଲ

17 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯନିପୂର୍ବକ ପାଳନ କରିବ।

Viz kapitola kopírovat

ଓଡିଆ ବାଇବେଲ

17 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 6:17

Následuj nás:

Reklamy


Reklamy