ଦ୍ଵିତୀୟ ବିବରଣ 6:21 - ପବିତ୍ର ବାଇବଲ21 ତୁମ୍ଭେମାନେ ଆପଣା ସନ୍ତାନମାନଙ୍କୁ କହିବ, ‘ଆମ୍ଭେମାନେ ମିଶରରେ ଫାରୋର ବନ୍ଧାଦାସ ଥିଲୁ, ପୁଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାରକରି ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; Viz kapitolaଓଡିଆ ବାଇବେଲ21 ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; Viz kapitola |