ଦ୍ଵିତୀୟ ବିବରଣ 6:23 - ପବିତ୍ର ବାଇବଲ23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ। ସେ ଦେଶରେ ପରମେଶ୍ୱର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିଶରରୁ ବାହାର କରି ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହୁଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ। Viz kapitolaଓଡିଆ ବାଇବେଲ23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ। Viz kapitola |